www.samajalive.in
Sunday, December 7, 2025
14.1 C
Bhubaneswar

ଚଳଚ୍ଚିତ୍ର ନିର୍ମାତା ଓ ନିର୍ଦ୍ଦେଶକ ଚକ୍ରଧର ସାହୁଙ୍କ ଦେହାନ୍ତ

ଭୁବନେଶ୍ୱର : ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ ତଥା ସମ୍ପାଦକ ଚକ୍ରଧର ସାହୁଙ୍କର ପରଲୋକ ହୋଇ ଯାଇଛି। ନୀଳମାଷ୍ଟ୍ରାଣୀ, ତୁମକୁ ପାରୁନି ତ ଭୁଲି, କେବେ ତୁମେ ନାହଁ କେବେ ମୁଁ ନାହିଁ ଓ ମୀମାଂସା ଭଳି ବିଭିନ୍ନ ଚଳଚ୍ଚିତ୍ର ପାଇଁ ସେ ସଭିଁଙ୍କ ମନରେ ସର୍ବଦା ସ୍ମରଣୀୟ ହୋଇରହିବେ। ନିଜର ସରଳତା, ସହୃଦୟତା ଓ ବ୍ୟବହାର ପାଇଁ ସେ ସଭିଁଙ୍କ ପ୍ରିିୟ ଥିଲେ। ତାଙ୍କ ବିୟୋଗରେ ଏକ ଶୋକର ବାତାବରଣ ସୃଷ୍ଟି ହୋଇଛି।

Hot this week

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

Related Articles

Popular Categories