www.samajalive.in
Sunday, December 14, 2025
26.1 C
Bhubaneswar

ନୂଆ ଏନକ୍ଲୋଜରକୁ ଯିବ ବାଘୁଣୀ ଜିନ୍ନତ

ଭୁବନେଶ୍ୱର : ନୂଆ ଏନକ୍ଲୋଜରକୁ ଯିବ ବାଘୁଣୀ ଜିନ୍ନତ। ଜିନ୍ନତ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଶିକାର କରି ପାରୁଛି ବୋଲି କହିଛନ୍ତି ପିସିସିଏଫ୍‌ ପ୍ରେମ କୁମାର ଝା । ଖୁବ୍‌ ଶୀଘ୍ର ନୂଆ ଏନକ୍ଲୋଜରକୁ ଜିନ୍ନତକୁ ନିଆଯିବ। ଜିନ୍ନତ ପାଇଁ ନୂଆ ଏନକ୍ଲୋଜର ତିଆରି ହୋଇଛି। ଏନକ୍ଲୋଜରରେ ଖାପ ଖୁଆଇବା ପରେ ସ୍ଥିତି ଦେଖି ଜଙ୍ଗଲରେ ଛଡାଯିବ।
ସୂଚନାନୁଯାୟୀ, ଗତ ନଭେମ୍ବରରେ ବାଘୁଣୀ ଜିନ୍ନତକୁ ମହାରାଷ୍ଟ୍ରର ତବୋଦା ଅନ୍ଧେରୀ ବ୍ୟାଘ୍ର ଅଭୟାରଣ୍ୟରୁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟକୁ ସ୍ଥାନାନ୍ତର କରାଯାଇଥିଲା। ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରୁ ଜିନ୍ନତ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗକୁ ଯାତ୍ରା କରିଥିଲା । ପଶ୍ଚିମବଙ୍ଗରେ ଏହା ପ୍ରଥମେ ଝାରଗ୍ରାମ ଜିଲା ଓ ପରେ ପୁରୁଲିଆରେ ପ୍ରବେଶ କରିଥିଲା। ଏହାକୁ ଧରିବା ପାଇଁ ବନ ବିଭାଗ ପକ୍ଷରୁ ବହୁ ପଦକ୍ଷେପ ନିଆଯାଇଥିଲା। ଜିନ୍ନତର ବୟସ ଏବେ ୩ ବର୍ଷ।

୧୦୦ ବର୍ଷ ପରେ ସୂର୍ଯ୍ୟ ଗ୍ରହଣ ଓ ଶନି ଚଳନ ସହ ଦୁର୍ଲ୍ଲଭ ସଂଯୋଗ: ଏହି ରାଶି ହେବେ ଭାଗ୍ୟଶାଳୀ, ହେବ ବଡ ପରିବର୍ତ୍ତନ..

ଛି ଛି ଛି.. ଭିଡିଓ ଦେଖି ଲୋକେ କହିଲେ,ନଳା ପାଣିରେ ପରିବା ଧୋଉଥିଲେ ଦୋକାନୀ

- Advertisement -

ଦେଖନ୍ତୁ ଭିଡିଓ ; ରିଲ୍ସ କରୁଥିଲେ ମହିଳା, ଓଢଣୀରେ ଲାଗିଲା ନିଆଁ, ଆଉ ତା’ପରେ..

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories