www.samajalive.in
Sunday, December 7, 2025
18.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ

ନୂଆପଡ଼ା : ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଜୁନାନି ଗାଁରେ ସଡ଼କ ଦୁର୍ଘଟଣା ଘଟିଛି। ଜୁନାନି ଗାଁ ନିକଟ ଏନଏଚ ୩୫୩ରେ ଭାରସାମ୍ୟ ହରାଇ ଏକ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଉପରପିଟା ଗାଁରୁ କଣ୍ଟାବାଞ୍ଜିକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟଥିଲା।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories