www.samajalive.in
Thursday, December 11, 2025
18.1 C
Bhubaneswar

ମିଳିତ ଅଭିଯୋଗ ଶୁଣାଣୀରେ ୮୫ ଅଭିଯୋଗର ତ୍ୱରିତ ଫଇସଲା

କେନ୍ଦୁଝରଗଡ଼଼: ଜିଲାପାଳ ବିଶାଲ ସିଂହ ଓ ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକରଙ୍କ ମିଳିତ ଅଧ୍ୟକ୍ଷତାରେ ସୋମବାର ଦରବାରହଲଠାରେ ଜିଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ମୋଟ ୧୭୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୮୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ସମୁଦାୟ ଅଭିଯୋଗ ମଧ୍ୟରୁ ୩୧ଟି ଅଭିଯୋଗ ଗୋଷ୍ଠୀ ଓ ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବା ବେଳେ ୧୪୬ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା। ଜିଲା ରେଡ଼କ୍ରସ ପାଣ୍ଠିରୁ ସହାୟତା ପାଇଁ ୧୨ଟି ଆବେଦନପତ୍ର ଗ୍ରହଣ କରାଯାଇଥିଲା।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories