www.samajalive.in
Sunday, December 14, 2025
19.1 C
Bhubaneswar

ପୂର୍ବତନ ବିଧାୟକଙ୍କ ଶ୍ୱଶୁରକୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ଛତିଶଗଡ ସୁକୁମା ଜିଲାରେ ପୁଣି ମାଓ ହିଂସା ହଇଚଇ ସୃଷ୍ଟି କରିଛି । ପୂର୍ବତନ ବିଧାୟକ ମନିଷ କୁଞ୍ଜାମଙ୍କ ଶ୍ୱଶୁରକୁ ହତ୍ୟା କଲେ ମାଓବାଦୀ । ମୃତକ ୬୫ ବର୍ଷୀୟ କମଲୁ ହିଡମା ଶୋଇଥିବା ବେଳେ ମାଓବାଦୀ ତାଙ୍କ ଗଳା କାଟି ନିର୍ମମ ଭାବେ ହତ୍ୟା କରିଛନ୍ତି । ଚିନ୍ତାଗୁମ୍ଫା ଥାନା ପେଣ୍ଟାପାଡ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ପ୍ରାୟ ୨୦ରୁ ୨୫ ମାଓବାଦୀ ରାତିରେ ତାଙ୍କ ଘରେ ପଶିଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଦେଖନ୍ତୁ ଭିଡିଓ; ରାସ୍ତାରେ ଯାଉଥିଲେ ଯୁବକ, ହଠାତ୍‌ ସାମ୍ନାକୁ ଆସିଲା ମହାବଳ ବାଘ, ତା’ପରେ..

ଏହି ସ୍ମାର୍ଟୱାଚ୍‌ ରୋକିବ ହୃଦଘାତ!

- Advertisement -

 

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories