www.samajalive.in
Sunday, December 14, 2025
17.1 C
Bhubaneswar

ଶାରୀରିକ ପରୀକ୍ଷାରେ ଦୁଇ ଯୁବକଙ୍କ ମୃତ୍ୟୁ;ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପରୀକ୍ଷା ଦେବା ସମୟରେ ଟଳିପଡିଲେ ଛାତ୍ର । ସୁନ୍ଦରଗଡ ଓ କେନ୍ଦୁଝରରୁ ଏଭଳି ଅଘଟଣ ଘଟିଥିବା ସାମ୍ନାକୁ ଆସିଥିବା ବେଳେ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତି।
ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।

ମାର୍ଚ୍ଚ ୫ରେ ଗଜକେସରୀ ରାଜଯୋଗ: ଏହି ରାଶିଙ୍କ ଆଉ ରହିବନି ଚିନ୍ତା, ହଠାତ୍‌ ହେବେ ଧନୀ, କିଣିବେ ଭୂମି,ଯାନ..

ଦେଖନ୍ତୁ ଭିଡିଓ; ରାସ୍ତାରେ ଯାଉଥିଲେ ଯୁବକ, ହଠାତ୍‌ ସାମ୍ନାକୁ ଆସିଲା ମହାବଳ ବାଘ, ତା’ପରେ..

- Advertisement -

ଦୁଃଖଦ; ଦୌଡୁଥିଲେ..ଶାରୀରିକ ପରୀକ୍ଷା ବେଳେ ଟଳିପଡିଲେ ପରୀକ୍ଷାର୍ଥୀ

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories