www.samajalive.in
Thursday, December 11, 2025
14.1 C
Bhubaneswar

ପୁଣି କିଟ୍‌ ସାମ୍ନାରେ ଧସ୍ତାଧସ୍ତି ; ବିକ୍ଷୋଭକାରୀ ଓ ପୁଲିସ ମୁହାଁମୁହିଁ

ଭୁବନେଶ୍ୱର : ପୁଣି କିଟ୍‌ ସାମ୍ନାରେ ମଙ୍ଗଳବାର ଧସ୍ତାଧସ୍ତି ପରିସ୍ଥିତି ଦେଖାଦେଇଛି । କଂଗ୍ରେସ ସଂଖ୍ୟାଲଘୁ ସେଲ୍‌ର ବିକ୍ଷୋଭବେଳେ ବିକ୍ଷୋଭକାରୀ ଓ ପୁଲିସ ମୁହାଁମୁହିଁ ହୋଇଛନ୍ତି । ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ନ୍ୟାୟ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି ।
ସୂଚନାଯୋଗ୍ୟ,ଜାତୀୟ ମାନବ ଅଧିକାର ଆୟୋଗ(ଏନଏଚଆରସି) ପକ୍ଷରୁ କିଟ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ନିର୍ଦେଶ ଦିଆଯାଇଛି। ଏକ ଟିମ ଗଠନ କରି କିଟ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ଏନଏଚଆରସି ନିର୍ଦେଶ ଦେଇଛି। ଏହି ଟିମ ବିଶ୍ୱବିଦ୍ୟାୟର ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ଏବଂ ୧୦ ମାର୍ଚ୍ଚ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦେଶ ଜାରି ହୋଇଛି। ଏନଏଚଆରସି ତଦନ୍ତ ସମୟରେ କିଟ ବିଶ୍ୱବିଦ୍ୟାଳୟ କୁଳସଚିବ ସହାୟତା ପ୍ରଦାନ କରିବାକୁ ଏନଏଚଆରସିି ନିର୍ଦେଶ ଦେଇଥିବା ସୂଚନା ମିଳିଛି।

ମାର୍ଚ୍ଚ ୫ରେ ଗଜକେସରୀ ରାଜଯୋଗ: ଏହି ରାଶିଙ୍କ ଆଉ ରହିବନି ଚିନ୍ତା, ହଠାତ୍‌ ହେବେ ଧନୀ, କିଣିବେ ଭୂମି,ଯାନ..

ଦେଖନ୍ତୁ ଭିଡିଓ; ରାସ୍ତାରେ ଯାଉଥିଲେ ଯୁବକ, ହଠାତ୍‌ ସାମ୍ନାକୁ ଆସିଲା ମହାବଳ ବାଘ, ତା’ପରେ..

- Advertisement -

Hot this week

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

Related Articles

Popular Categories