www.samajalive.in
Monday, December 8, 2025
17.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

କିଟ୍‌ ବିଶ୍ଵବିଦ୍ୟାଳୟ ସାମ୍ନାରେ ପୁଣି ଧସ୍ତାଧସ୍ତି.. ବିକ୍ଷୋଭକାରୀ ଓ ପୁଲିସ ମୁହାଁମୁହିଁ..

ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଆଶ୍ବସ୍ତ.. ଶେୟାର ବଜାର ଠକେଇ ମାମଲାରେ ଏତଲା ଦାୟର ନେଇ ସ୍ଵତନ୍ତ୍ର ଅଦାଲତଙ୍କ ନିର୍ଦେଶ ଉପରେ ସ୍ଥଗିତାଦେଶ ଲଗାଇଲେ ବମ୍ବେ ହାଇକୋର୍ଟ..

- Advertisement -

ଓଏସଏସସିର ଶାରିରୀକ ପରୀକ୍ଷାରେ ଦୁଇ ଯୁବକଙ୍କ ମୃତ୍ୟୁ.. ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ..

ପଞ୍ଚାୟତିରାଜ ଦିବସ ପାଳନକୁ ନେଇ ତେଜିଲା ରାଜନୀତି.. ତାରିଖ ବଦଳିବା ଓଡ଼ିଶାବାସୀଙ୍କ ପାଇଁ ବହୁତ ବଡ଼ ଅପମାନ.. ମାର୍ଚ୍ଚ ୫ ବଦଳରେ ଏପ୍ରିଲ ୨୪କୁ ପଞ୍ଚାୟତିରାଜ ଦିବସ ପାଳନ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନ ମନ୍ୟତା ବୋଲି କହିଲେ ବିଜେଡିର ବରିଷ୍ଠ ନେତା ତଥା ମିଡିଆ ସଂଯୋଜକ ପ୍ରତାପ ଜେନା.. ନିଷ୍ପତ୍ତି ନ ବଦଳାଇଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ..

ଇସ୍ତଫା ଦେଲେ ମହାରାଷ୍ଟ୍ର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ.. ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ଙ୍କୁ ଦେଲେ ଇସ୍ତଫା ପତ୍ର.. ସରପଞ୍ଚ ସନ୍ତୋଷ ଦେଶମୁଖ ହତ୍ୟା ମାମଲାରେ ଇସ୍ତଫା ଦେଇଥିବା ସୂଚନା..

ବିବାଦରେ ପିସିସି ସଭାପତି ଭକ୍ତ ଚରଣ ଦାସ.. ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ବେଢାରେ ଫଟୋ ଉଠାଇ ଛାଡିଲେ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories