www.samajalive.in
Saturday, December 6, 2025
23.1 C
Bhubaneswar

ଆଠଗାଁରେ ଗୋଷ୍ଠୀ ସଂଘର୍ଷ, ଜଣଙ୍କୁ ପଥରରେ ଛେଚି ହତ୍ୟା

ବଲାଙ୍ଗିର: ତୁଷୁରା ଥାନା ଆଠଗାଁରେ ଗୋଷ୍ଠୀ ସଂଘର୍ଷରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ୪ଜଣ ଗୁରୁତର ଆହତଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଛି।

ବଲାଙ୍ଗିର ଜିଲା ତୁଷୁରା ଥାନା ଅନ୍ତର୍ଗତ ଆଠଗାଁରେ ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି। ଗୁଣି ସନ୍ଦେହରେ ଉଭୟ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଉଭୟ ପରିବାର ମଧ୍ୟରେ ପିଟାପିଟି ହୋଇଥିଲେ। ଗୁଣିଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ସଦସ୍ୟ ଅନ୍ୟ ପରିବାର ଜଣଙ୍କୁ ପଥରରେ ଛେଚି ଛେଚି ହତ୍ୟା କରିଥିଲେ। ଏହି ଗୋଷ୍ଠୀ ସଂଘର୍ଷରେ ଉଭୟ ପରିବାରର ୪ ଗୁରୁତର ହୋଇଛନ୍ତି ଏବଂ ସେମାନଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

- Advertisement -

ଖବର ପାଇ ତୁଷୁରା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ ପରେ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories