www.samajalive.in
Sunday, December 14, 2025
16.1 C
Bhubaneswar

‘ତୁମକୋ ମେରି କସମ’ ଟ୍ରେଲର: କୋର୍ଟର ଚକ୍କର କାଟୁଛନ୍ତି ଅନୁପମ ଖେର, ସ୍ଵାମୀଙ୍କ ସ୍ଵପ୍ନ ପାଇଁ ଲଢୁଛନ୍ତି ଅଦା

ମୁମ୍ବଇ: ବିକ୍ରମ ଭଟ୍ଟଙ୍କ ଆଗାମୀ ଚଳଚ୍ଚିତ୍ର ‘ତୁମକୋ ମେରି କସମ’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଫିଲ୍ମରେ ଅନୁପମ ଖେର, ଅଦା ଶର୍ମା, ଈଶା ଦେଓଲ ଓ ଇଶ୍ଵାକ ସିଂହ ପ୍ରମୁଖ କଳାକାର ଗୁରୁତ୍ଵପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଯଦିଓ ବିକ୍ରମ ଭଟ୍ଟ ହରର ଚଳଚ୍ଚିତ୍ର ନିର୍ମାଣ ପାଇଁ ଜଣାଶୁଣା, କିନ୍ତୁ ଏଥର ସେ ଏକ ଜୋରଦାର କୋର୍ଟ ରୁମ୍ ଡ୍ରାମା ନେଇ ଆସୁଛନ୍ତି।


୨ ମିନିଟ୍ ୫୧ ସେକେଣ୍ଡର ଟ୍ରେଲରରେ ଅନୁପମ ଖେର ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି। ତାଙ୍କ ବିରୋଧରେ ହତ୍ୟା ଅଭିଯୋଗ ହୋଇଛି ଏବଂ ସେ ନିଜକୁ ନିର୍ଦୋଷ ସାବ୍ୟସ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଅପରପକ୍ଷେ ଅଦା ଶର୍ମା ତାଙ୍କ ସ୍ୱାମୀଙ୍କ ସ୍ୱପ୍ନ ପୂରଣ କରିବାରେ ବ୍ୟସ୍ତ ଅଛନ୍ତି। ଟ୍ରେଲରରେ ଈଶା ଦେଓଲଙ୍କୁ ଓକିଲ ଭୂମିକାରେ ଦେଖିବାକୁ ମିଳିଛି। ଚଳଚ୍ଚିତ୍ରର କାହାଣୀ ଏକ ଆଇଭିଏଫ୍ ସେଣ୍ଟର ଉପରେ ଆଧାରିତ। ପ୍ରଶଂସକ ଟ୍ରେଲରକୁ ଖୁବ୍‌ ପସନ୍ଦ କରିଛନ୍ତି। କମେଣ୍ଟ ମାଧ୍ୟମରେ ଟ୍ରେଲରର ପ୍ରଶଂସା କରିଛନ୍ତି। ଚଳିତ ମାସ ୨୧ ତାରିଖରେ ପରଦାକୁ ଆସିବ ‘ତୁମକୋ ମେରି କସମ’।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories