www.samajalive.in
Monday, December 8, 2025
20.1 C
Bhubaneswar

ସାର୍ବଜନୀନ ହେବ ନାହିଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ବୁଧବାର ଏକ ବଡ ଖବର ସାମ୍ନାକୁ ଆସିଛି। ହାଇକୋର୍ଟରେ ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି। ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ। ଏହା ସତ୍ୟପାଠରେ ଉଲ୍ଲେଖ ରହିଛି। ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ଦାୟିତ୍ୱରେ ଥିଲେ ଜଷ୍ଟିସ୍‌ ରଘୁବୀର ଦାସ। ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ କମିଶନ ରିପୋର୍ଟ ଦେଇ ସାରିଛନ୍ତି । ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

ବିଚିତ୍ର ମନ୍ଦିର: ଯେଉଁଠି ଭଲ ହୁଏ ରୋଗ, କେବଳ ଲୁଣ ଓ ଗୁଡରେ ଭଗବାନ ହୁଅନ୍ତି ସନ୍ତୁଷ୍ଟ,ଦେଖନ୍ତୁ ଅଦ୍ଭୁତ ଦୃଶ୍ୟ..

ମାର୍ଚ୍ଚରୁ ସୁନାଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ; ହେବ ବଡ ଗ୍ରହଙ୍କ ଚଳନ..

- Advertisement -

ଦେଖନ୍ତୁ ଭିଡିଓ; ବାଇକ୍‌ଆରୋହୀଙ୍କ ସାମାନ୍ୟ ଭୁଲ୍‌ ପାଇଁ ଓଲଟିଲା ଯାତ୍ରୀବାହୀ ବସ୍‌

ପ୍ରେମିକାର ଗଳା କାଟି, ପରେ ନିଜ ଗଳା କାଟିଲେ ଯୁବକ

 

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories