www.samajalive.in
Saturday, December 13, 2025
26.1 C
Bhubaneswar

ସୁଭଦ୍ରାକୁ ନେଇ ବଡ ଖବର ; ଏହି ଦିନ ମିଳିବ ଏକାସହ ୩ଟି କିସ୍ତି, ଡୋର୍‌ ଟୁ ଡୋର୍‌ ହେବ ସର୍ଭେ

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବୁଧବାର ଏକ ବଡ ଖବର ସାମ୍ନାକୁ ଆସିଛି । ଯେପରି ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଯୋଜନାରୁ ବଞ୍ଚିତ ନହୁଅନ୍ତି ସେଥିପାଇଁ ଦ୍ୱାର ଠାରୁ ଦ୍ୱାର ହିତାଧିକାରୀଙ୍କୁ ଖୋଜା ଯିବ । ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଦ୍ୱାରକୁ ଦ୍ୱାର ଯାଇ ୱାନ ଟୁ ୱାନ ସର୍ଭେ କରିବେ ଅଧିକାରୀ । ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ଏକ କୋଟି ୮ ଲକ୍ଷ ମହିଳା ଆବେଦନ କରି ସାରିଛନ୍ତି । ଏହାସହ ୫ ପର୍ଯ୍ୟାୟରେ ପ୍ରାୟ କୋଟିଏ ୨୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ପ୍ରଦାନ କରାଯିବ । ଗୁରୁବାର କୋଟିଏ ପାର୍‌ କରିବ ସୁଭଦ୍ରା ହିତାଧିକାରୀ ସଂଖ୍ୟା। ସର୍ଭେ ପରେ ଯେଉଁ ହିତାଧିକାରୀ ବାକି ରହିବେ ସେମାନଙ୍କୁ ରାକ୍ଷୀ ପୂର୍ଣ୍ଣିମାରେ ଏକାସଙ୍ଗେ ୩ଟି କିସ୍ତି ମିଳିବ।

ଗିରଫ ହେଲେ ଆଇପିଏସ ବାପାଙ୍କ ଅଭିନେତ୍ରୀ ଝିଅ ; କରୁଥିଲେ ସୁନା ଚୋରାଚାଲାଣ

ବିଚିତ୍ର ମନ୍ଦିର: ଯେଉଁଠି ଭଲ ହୁଏ ରୋଗ, କେବଳ ଲୁଣ ଓ ଗୁଡରେ ଭଗବାନ ହୁଅନ୍ତି ସନ୍ତୁଷ୍ଟ,ଦେଖନ୍ତୁ ଅଦ୍ଭୁତ ଦୃଶ୍ୟ..

- Advertisement -

ମାର୍ଚ୍ଚରୁ ସୁନାଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ; ହେବ ବଡ ଗ୍ରହଙ୍କ ଚଳନ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories