www.samajalive.in
Friday, December 12, 2025
14.1 C
Bhubaneswar

ନେହେରୁ ବଙ୍ଗଳା ନିକଟରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ବୋଟ୍

ପାରାଦୀପ : ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ନିଆଁ ଲାଗି ୧୦ରୁ ଅଧିକ ବୋଟ୍ ଜଳିଯାଇଛି । ପ୍ରଥମେ ଗୋଟିଏ ବୋଟରେ ନିଆଁ ଲାଗିବା ପରେ ଧିରେ ଧିରେ ଅନ୍ୟ ବୋଟରେ ନିଆଁ ଧରିଥିଲା । ବୋଟରେ ଡିଜେଲ ଥିବାରୁ ନିଆଁ ତୀବ୍ର ବେଗରେ ପାଖରେ ଥିବା ବୋଟରେ ଲାଗିଯାଇଥିଲା । ଘଟଣାସ୍ଥଳରେ ୬ଟି ଅଗ୍ନିଶମ ବାହିନୀ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ତେବେ ନିଆଁ କିଭଳି ଲାଗିଲା ସେନେଇ କିଛି ସ୍ପଷ୍ଟ ସୂଚନା ନାହିଁ । ଘଟଣାସ୍ଥଳରେ ୫ଟି ଥାନାର ପୁଲିସ ମୁତୟନ ଅଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories