www.samajalive.in
Saturday, December 6, 2025
15.1 C
Bhubaneswar

ଓଲଟିଲା ବରଯାତ୍ରୀ ପିକଅପ୍ ଭ୍ୟାନ୍ : ୨୫ ଆହତ

ରେଢାଖୋଲ :  ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ଧଅପୁର ବୁଲାଣୀ ନିକଟରେ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀ ପିକଅପ୍ ଭ୍ୟାନ୍ ଦୁର୍ଘଟଣାରେ ୨୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପିକଭ୍ୟାନ୍ ଭ୍ୟାନଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିବାରୁ ୨୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ସମ୍ବଲପୁର ଓ ନାକଟିଦେଉଳ ମେଡିକାଲରେ ଭର୍ତ୍ତି କରାଯାଇଛି। ଜଣେ ଆହତଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବରଯାତ୍ରୀ ନେଇ ଗାଡିଟି ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲା। ଆହତଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଥିବା ଜଣାପଡିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories