www.samajalive.in
Tuesday, December 9, 2025
23.1 C
Bhubaneswar

ବାଣ ବିସ୍ଫୋରଣ: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଯାଜପୁର: ଯାଜପୁରରେ ବାଣ ଭିଡାବେଳେ ବିସ୍ଫୋରଣ ଘଟଣା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନା ମୂତାବକ ଗତକାଲି ଯାଜପୁର ଟାଉନ ଥାନା ଜାଲପୁର ଗାଁରେ ଥିବା ଏକ ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ଗାଁର ନିଶିକାନ୍ତ ପତି ନାମକ ଜଣେ ବ୍ୟକ୍ତି ଦୀର୍ଘ ଦିନ ହେବ କିଛି ଲୋକଙ୍କୁ ଲଗାଇ ନିଜ ଘରେ ବାଣ କାରଖାନା ଚଳାଉଥିଲେ। ହଠାତ୍ କୌଣସି କାରଣ ବଶତଃ ଗତକାଲି ବାଣ ଭିଡୁଥିବାବେଳେ ବିସ୍ଫୋରଣ ଘଟିଥିଲା। ଫଳରେ ୩ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ତୁରନ୍ତ ଉଦ୍ଧାର କରି କଟକ ବଡ ମେଡିକାଲକୁ ପଠାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories