www.samajalive.in
Tuesday, December 9, 2025
16.1 C
Bhubaneswar

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ, ୧୨ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର: ରାଜ୍ୟ ବିଧାନସଭାରେ ଦ୍ବିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରୁ ହିିଁ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ହୋଇଥିଲା। ଫଳରେ ଦିନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଜୁ ବାବୁଙ୍କୁ ଅପମାନ ଅଭିଯୋଗରେ ଗାନ୍ଧୀ ମୂର୍ତ୍ତି ତଳେ ବିଜେଡି ବିଧାୟକମାନେ ଧାରଣା ଦେଇଛନ୍ତି। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଧାୟକମାନେ ନାରାବାଜି କରିଛନ୍ତି। ଅପରପକ୍ଷେ ରାଜ୍ୟରେ ମହିଳା ନିର୍ଯାତନା ଓ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବାର ଅଭିଯୋଗ ଆଣି ଏହାର ପ୍ରତିବାଦରେ ବିଧାନସଭା ପରିସରରେ ହୋହାଲ୍ଲା ସହ ଧାରଣାରେ ବସିଛି କଂଗ୍ରେସ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories