www.samajalive.in
Saturday, December 13, 2025
26.1 C
Bhubaneswar

ବିଲ ଦେଇ ନ ପାରିଲେ କଟିବନି ବିଦ୍ୟୁତ

ଭୁବନେଶ୍ୱର: ଖରାଦିନେ ଉପଭୋକ୍ତା ବିଲ ଦେଇ ନ ପାରିଲେ ବି ବିଦ୍ୟୁତ କଟିବ ନାହିଁ ବୋଲି ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି।।ଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ବିଲ ଦେଇ ନ ଥିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଯିବାକୁ ନିର୍ଦେଶ ଦିଆଯାଇଛି। ଅଘୋଷିତ ବିଦ୍ୟୁତ କାଟ୍‌‌ ନ କରିବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି। ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବ। ଗୃହପାଳିତ ଓ ବୁଲା ପଶୁପକ୍ଷୀଙ୍କ ପାଇଁ ଆଶ୍ରୟସ୍ଥଳୀ କରାଯିବ ବୋଲି ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories