www.samajalive.in
Saturday, December 13, 2025
26.1 C
Bhubaneswar

ବାଇକ୍-କାର୍ ମୁହାଁମୁହିଁ ଧକ୍କା, ୩ ମୃତ

ଜି ଉଦୟଗିରି : ଆଜି ରାତ୍ର ପ୍ରାୟ ୮ଟା ସମୟରେ ଏକ ବାଇକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ବିବରଣୀରୁ ପ୍ରକାଶ ଯେ ଜି ଉଦୟଗିରିରୁ ଏକ କାର୍ ନମ୍ବର ଓଡି୧୨ ୭୩୭୪ ରାଇକିଆ ଯାଉଥିବାବେଳେ ରାଇକିଆ ପଟୁ ଆସୁଥିବା ବାଇକ୍ ନମ୍ବର ଓଡି୧୯ଏଚ୍ ୪୨୯୫ ଧକା ଦେବା ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ତିନି ଜଣ ଯାକ କଳିଙ୍ଗା ପଞ୍ଚାୟତର ବୋଲି ଜଣାପଡିଛି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories