www.samajalive.in
Saturday, December 13, 2025
26.1 C
Bhubaneswar

କଳିଙ୍ଗ ଷ୍ଟାଡ଼ିୟମରେ ଖେଳାଯିବ “କଳିଙ୍ଗ ସୁପର କପ୍”

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ “କଳିଙ୍ଗ ସୁପର କପ୍” ଫୁଟବଲ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। କଳିଙ୍ଗ ଷ୍ଟାଡିୟମ ଠାରେ “କଳିଙ୍ଗ ସୁପର କପ୍” ଫୁଟବଲ ଟୁର୍ଣ୍ଣାମେଣ୍ଟ ଖେଳାଯିବ। ଏହି ପ୍ରତିଯୋଗିତା ଆସନ୍ତା ୧୮ ଏପ୍ରିଲ ଠାରୁ ଆରମ୍ଭ ହୋଇ ୨୮ ଏପ୍ରିଲ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ଅଲ ଇଣ୍ଡିଆ ଫୁଟବଲ ଫେଡ଼େରେସନ ତରଫରୁ ସୂଚନା ଦିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories