www.samajalive.in
Monday, December 8, 2025
20.1 C
Bhubaneswar

ବନ୍ଦ ଘରେ ଯୁବକଙ୍କ ଗଳିତ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ପାରଳାଖେମୁଣ୍ଡି: ବନ୍ଦ ଘରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ନଗରପଲ୍ଲୀ ସାହିର ଏକ ଭଡ଼ା ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରୁ ସ୍ତ୍ରୀ ଫେରାର ହୋଇଯାଇଛି। ଯୁବକଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯୁବକ ଗୁଣୁପୁରର ହୋଇଥିବାବେଳେ ସେ ୬ ମାସ ତଳେ ପ୍ରେମ ବିବାହ କରିଥିଲେ। ଘଟଣାସ୍ଥଳରେ ପୁଲିସ ଓ ସାଇଣ୍ଟିଫିକ୍‌‌ ଟିମ୍‌‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories