www.samajalive.in
Saturday, December 13, 2025
15.1 C
Bhubaneswar

ନିଆଁ ଲାଗି ଜଳିଗଲା ୨ ଅଚଳ ବସ୍‌‌

ଜଟଣୀ: ନିଆଁ ଲାଗି ୨ଟି ଅଚଳ ବସ ଜଳି ଯାଇତିବା ସୂଚନା ମିଳିଛି। ଜଟଣୀ ରାମଚନ୍ଦ୍ରପୁର ବଜାରରେ ୨ଟି ଅଚଳ ବସ ଜଳିଯାଇଛି। ନିକଟରେ ଥିବା ଅଳିଆଗଦାରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।

ଜଟଣି ରାମଚନ୍ଦ୍ରପୁର ବଜାରରେ ଠିଆ ହୋଇଥିବା ୨ଟି ଅଚଳ ବସରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଥିଲା। ଏ ସମ୍ପର୍କରେ ସ୍ଥାନୀୟ ଲୋୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

- Advertisement -

ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଚଳ ବସରେ କିଭଳି ନିଆଁ ଲାଗିଲା ତାହାର ତଦନ୍ତ ଆରମ୍ଭ କରିଛି। ନିକଟରେ ଥିବା ଅଳିଆ ଗଦାରୁ ବସ ୨ଟିରେ ନିଆଁ ଲାଗିଥାଇପାରେ ବୋଲି ପୁଲିସ ଅନୁମାନ କରୁଛି। ତେବେ ବସରେ କିଭଳି ନିଆଁ ଲାଗିଲା ତାହାର ତଦନ୍ତ ଚାଲିଛି ବୋଲି ପୁଳିସ ସୂଚନା ଦେଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories