www.samajalive.in
Monday, December 8, 2025
14.1 C
Bhubaneswar

ପିକଅପ୍‌‌ ଭ୍ୟାନ ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର: ପାତ୍ରପଡ଼ାରେ ପିକ୍‌‌ଅପ୍‌‌ ଭ୍ୟାନ୍‌‌ରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି। ପିକ୍‌‌ଅପ୍‌‌ ଭ୍ୟାନକୁ ଅଟକାଇ ଖଣ୍ଡଗିରି ପୁଲିସ ତଦନ୍ତ ଆରମ୍ଭ କରିଛିା

ପାତ୍ରପଡ଼ାଠାରେ ଥିବା ଭାଇଜି ଗାଙ୍ଗୁରାମ ମିଠା ଦୋକାନ ଆଗରେ ପିକ୍‌‌ଅପ୍‌‌ ଭ୍ୟାନ ମହିଳାଙ୍କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ଖବର ପାଇ ଖଣ୍ଡଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି। ଦୁର୍ଘଟଣା ଘଟାଇଥିବାଥିବା ପିକଅପ୍‌‌ ଭ୍ୟାନକୁ ଅଟକାଇ ପୁଲିସ ତଦନ୍ତ ଚଳାଇଥିବା ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories