www.samajalive.in
Sunday, December 7, 2025
14.1 C
Bhubaneswar

ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା

ଭୁବନେଶ୍ବର : ରାଜ୍ୟରେ ଦେଖାଦେଇଥିବା ଉତ୍କଟ ବେକାରୀ ସମସ୍ୟା ନେଇ ଗୁରୁବାର ବିଜେପି ଯୁବ ମୋର୍ଚ୍ଚା ବିଧାନସଭା ଘେରାଉ କରିବ। ଏହାକୁ ଅଧିକ କ୍ରିୟାଶୀଳ କରିବାକୁ ଯୁବ ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷା ତଥା ସାଂସଦ ପୁନମ ମହାଜନ ଏହି ଆନ୍ଦୋଳନରେ ସାମିଲ ହେବେ। ଏନେଇ ହଜାର ହଜାର କର୍ମୀ ରାଜଧାନୀରେ ଏକାଠି ହୋଇଛନ୍ତି ।

ବିଗତ ୧୯ ବର୍ଷ ମଧ୍ୟରେ ରୋଜଗାର ସୃଷ୍ଟି କରିବାରେ ରାଜ୍ୟ ସରକାର ବିଫଳ ହୋଇଥିବା ଯୁବ ମୋର୍ଚ୍ଚାର ରାଜ୍ୟ ସଭାପତି ଟଙ୍କଧର ତ୍ରିପାଠୀ ଅଭିଯୋଗ କରିଛନ୍ତି । ବର୍ତ୍ତମାନ ସମୟ ଆସିଛି ରୋଜଗାରକୁ ଗତ ୧୯ ବର୍ଷ ଧରି ବାଧକ ସାଜିଥିବା ନବୀନ ସରକାରଙ୍କୁ ମୋର୍ଚ୍ଚା ଜବାବ ମାଗିବ ବୋଲି ସେ କହିଛନ୍ତି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories