www.samajalive.in
Monday, December 15, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଇପିଏଲରେ ନିଷେଧ ହେବ ତମାଖୁ ଓ ମାଦକଦ୍ରବ୍ୟର ବିଜ୍ଞାପନ, ଆଇପିଏଲ ଅଧ୍ୟକ୍ଷ ଅରୁଣ ଧୁମାଲଙ୍କୁ ଚିଠି ଲେଖି ନିର୍ଦେଶନାମା ଜାରି କଲା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ..

ହଂସିତା ଅଭିଲିପ୍ସାଙ୍କୁ ଜାମିନ୍‌,ଭୁଲ୍‌ ତଥ୍ୟ ଦେଇ ପାସପୋର୍ଟ ହାତେଇବା ମାମଲାରେ ହାଇକୋର୍ଟ ଜାମିନ୍‌ ମଞ୍ଜୁର କରିଛନ୍ତି..

- Advertisement -

ନୟାଗଡ ସଦର ଥାନା ହୀରାଦେଈପୁର ଗାଁରେ ବାଣ ବିସ୍ଫୋରଣରେ ୨ ଗୁରୁତର..

ଛତିଶଗଡରେ ୩ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ, ଗରିଆବନ୍ଧ ସ୍ଥିତ ପୁଲିସ ମୁଖ୍ୟାଳୟରେ ଆତ୍ମସମର୍ପଣ କରିଛନ୍ତି, ଏସ୍‌ଡିକେ ଡେପୁଟି କମାଣ୍ଡର ଦିଲୀପ, ଏସଡିକେ ଏରିଆ କମିଟି ସଦସ୍ୟ ମଞ୍ଜୁଳା ଓ ବରଗଡ ଏରିଆ କମିଟି ସଦସ୍ୟ ସୁନିତା ଆତ୍ମସମର୍ପଣ କରିଛନ୍ତି, ୩ ଜଣଙ୍କୁ ଧରାଇବାକୁ ପ୍ରାୟ ୧୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା..

ଭୁବନେଶ୍ଵର: ବସ୍‌ଷ୍ଟାଣ୍ଡରେ ମହିଳାଙ୍କ ଗଳିତ ମୃତଦେହ..

ଚଳିତ ୨୦୨୫ ଜାନୁଆରୀ ଥିଲା ରାଜ୍ୟରେ ଅପରାଧର ମାସ..

ଜାଣନ୍ତୁ ନିଜ ଅବସରକୁ ନେଇ କ’ଣ କହିଲେ ଅଧିନାୟକ ରୋହିତ୍‌ ଶର୍ମା

ଗତ ୫ ବର୍ଷରେ ଆତ୍ମହତ୍ୟା କଲେଣି ୭୨ ଛାତ୍ରଛାତ୍ରୀ, ଆଜି ବିଧାନସଭାରେ କଂଗ୍ରେସ ବିଧାୟକ ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି..

ନୟାଗଡ ଜିଲା ଫତେଗଡ ଥାନା ଧାନଚାଙ୍ଗଡା ଗାଁରେ ବାପାର ବିବାହ ପ୍ରସ୍ତାବ ପାଇଁ ଝୁଲି ପଡିଲେ ୨ ନାବାଳକ ; ହତ୍ୟା ଅଭିଯୋଗ ଆଣିଲେ ଗ୍ରାମବାସୀ..

ଆନନ୍ଦପୁର: ବୈତରଣୀ ଏବଂ କୁଶେଇ ନଦୀ ବାଲିଘାଟରେ ଚଢ଼ାଉ, ହାଇୱା ସହ ୭ ଟ୍ରାକ୍କର ଜବତ..

ସୋର: ମାଂସ ବୋଝେଇ କଣ୍ଟେନର ଜବତ, ଡ୍ରାଇଭର ଅଟକ..

ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଘରେ ଇଡି ଚଢ଼ାଉ, ଭୂପେଶ ବଘେଲଙ୍କ ଘରେ ରେଡ୍‌‌ କରିଛି ଟିମ୍‌‌, ଟଙ୍କା କାରବାର ମାମଲାରେ ୧୪ଟି ସ୍ଥାନରେ ଇଡି ରେଡ୍‌‌..

ଏଥର ହୋଲିରେ ଗ୍ରହଙ୍କ ଅଦ୍ଭୁତ ସଂଯୋଗ :ଏହି ରାଶି କିଣିବେ ଜମି, ଘର, ହେବ ବିବାହ, ଚମକିବ ଭାଗ୍ୟ..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories