www.samajalive.in
Wednesday, December 10, 2025
18.1 C
Bhubaneswar

୮ ମାସରେ ‘ମୋ ବସ’ ଘଟାଇଛି ୧୯ ଦୁର୍ଘଟଣା, ନେଇଛି ୬ ଜୀବନ

ଭୁବନେଶ୍ୱର: ଗତ ୮ ମାସ ଭିତରେ ‘ମୋ ବସ’ ୧୯ଟି ଦୁର୍ଘଟଣା ଘଟାଇଛି ଏବଂ ‘ମୋ ବସ’ ଧକ୍କାରେ ୬ଜଣଙ୍କ ଜୀବନ ଯାଇଛି। ୮ ମାସରେ କଟକ, ପୁରୀ ଓ ଭୁବନେଶ୍ୱରରେ ‘ମୋ ବସ’ ଧକ୍କାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ପଚାରିଥିବା ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ୨୦୨୪ ଜୁନ୍‌‌ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ‘ମୋ ବସ’ ୧୯ଟି ଦୁର୍ଘଟଣା ଘଟାଇଛି। ‘ମୋ ବସ’ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୮ଜଣ ଆହତ ହୋଇଛନ୍ତି। କେବଳ ୨ଟି ଘଟଣାରେ ମୃତକଙ୍କ ପରିବାରକୁ ୩ଲକ୍ଷ ୫ହଜାର ଟଙ୍କା ଦିଆଯାଇଛି ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

Hot this week

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

Related Articles

Popular Categories