www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡିଏମକେ ସାଂସଦ ଦୟାନିଧି ମାରନ୍ ଓ ତାମିଲନାଡ଼ୁ ଶିଳ୍ପ ମନ୍ତ୍ରୀ ଟିଆରବି ରାଜା.. ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନଙ୍କ ପକ୍ଷରୁ ସୀମା ପୁନଃ ନିର୍ଦ୍ଧାରଣର ସ୍ବତନ୍ତ୍ର ବୈଠକକୁ କଲେ ନିମନ୍ତ୍ରଣ..

ବିଧାନସଭାରେ ଜୟନାରାୟଣ-ତାରା ହଙ୍ଗାମା.. ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତି ହାତାହାତି..

- Advertisement -

ବିଜେଡି ନେତା ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ.. କ୍ରାଇମବ୍ରାଞ୍ଚ, ଇଓଡବ୍ଲ୍ୟୁ ଏବଂ ଏସଟିଏଫ୍ ପକ୍ଷରୁ ମିଳିତ ଭାବେ ଚଢାଉ..

ଚାକିରି ବଦଳରେ ଜମି ଦୁର୍ନୀତି ମାମଲା… ଆରଜେଡି ନେତା ତଥା ଲାଲୁ ଯାଦବଙ୍କ ପୁଅ ତେଜ ପ୍ରତାପଙ୍କୁ ଜାମିନ, ହେମା ଯାଦବଙ୍କୁ ବି ମିଳିଲା ଜାମିନ..

୮ ମାସରେ ‘ମୋ ବସ’ ଘଟାଇଛି ୧୯ ଦୁର୍ଘଟଣା, ନେଇଛି ୬ ଜୀବନ.. ବିଧାନସଭାରେ ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଉତ୍ତର ରଖି ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର..

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories