www.samajalive.in
Sunday, December 14, 2025
23.1 C
Bhubaneswar

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ 

ରାଇକିଆ : ରାଇକିଆ ସ୍ଥାନୀୟ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରୀ ମାନଙ୍କ ଲାଗି ୮ ଦିନ ଧରି ଚାଲିଥିବା ଆତ୍ମ ସୁରକ୍ଷା ତାଲିମ୍ ଶିବିରର ଆଜି ଉଦଯାପିତ ହୋଇଛି। ମାଷ୍ଟର ସୁନେଲି ପଲେଇ ଆତ୍ମ ସୁରକ୍ଷା ଉପରେ ତାଲିମ୍ ପ୍ରଦାନ କରିଥିଲେ। ଆତ୍ମ ସୁରକ୍ଷା ତାଲିମ୍ ଶିବିରରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀଙ୍କୁ ସାର୍ଟିଫିକେଟ ବଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତଥି ଭାବେ କଲେଜ ଅଧ୍ୟକ୍ଷ ପ୍ରାଧ୍ୟାପକ ପ୍ରଭାକର ରାଜୁ, ମୁଖ୍ୟ ବକ୍ତା ଭାବେ ବରିଷ୍ଠ ପ୍ରାଧ୍ୟାପକ ଉମାକାନ୍ତ ରଥ , ଅଧ୍ୟାପକ ଡ.ସନ୍ତୋଷ କୁମାର ନାୟକ, ଅଧ୍ୟାପିକା ମଞ୍ଜୁଳା ସାହୁଙ୍କ ସହ ଅନ୍ୟ ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ପ୍ରମୁଖ ଯୋଗ ଦେଇ ଛାତ୍ରୀ ମାନଙ୍କୁ ମାନପତ୍ର ବଣ୍ଟନ କରିଥିଲେ। କଲେଜର ଆତ୍ମ ସୁରକ୍ଷା ତାଲିମ୍ ଭାରପ୍ରାପ୍ତ ଅଧିକାରିଣୀ ଅର୍ଥନୀତି ବିଭାଗର ଅଧ୍ୟାପିକା କାଜଲ୍ ଦଳାଇ ପରିଚାଳନା କରିଥିଲେ। ଶେଷରେ ଅଧ୍ୟାପିକା ସସ୍ମିତା ଲୋହର ଧନ୍ୟବାଦ୍ ଅର୍ପଣ କରିଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories