www.samajalive.in
Sunday, December 7, 2025
14.1 C
Bhubaneswar

ରାସ୍ତା ମଝିରେ ଜଳିଗଲା କାର

ପାରାଦ୍ୱୀପ : ପାରାଦ୍ବୀପ ଲକ୍ ଥାନା ଅନ୍ତର୍ଗତ କାଠଗଡା ନିକଟରେ ଏକ କାର ସମ୍ପୂର୍ଣ୍ଣ ଜଳି ନଷ୍ଟ ହୋଇଯାଇଛି। କାରର ଡ୍ରାଇଭର ସିଟ୍‌ରେ ବସିଥିବା ଜଣେ ବ୍ୟକ୍ତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ଖବରରୁ ପ୍ରକାଶ କାଠଗଡାରେ ହଠାତ୍ କାରଟି ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।ଘଟଣାସ୍ଥଳରେ କୁଜଙ୍ଗ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଇବା ବେଳକୁ ବ୍ୟକ୍ତି ଜଣଙ୍କ ସମ୍ପୂର୍ଣ୍ଣ ଜଳି ଯାଇଥିବା କୁହାଯାଉଛି। ଘଟଣାସ୍ଥଳରେ ଲକ୍ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories