www.samajalive.in
Monday, December 15, 2025
24.1 C
Bhubaneswar

ବନ୍ଧୁକ ଦେଖାଇ ସିଏଚଓଙ୍କ ଠାରୁ ସୁନା ଚେନ୍ ଲୁଟ୍ 

ଠାକୁରମୁଣ୍ଡା : ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁଜିଆଣୀ ଠାରେ ଥିବା ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ରରେ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ଦିନ ସେଠାରେ କାର୍ଯ୍ୟରତ ଜଣେ  ସିଏଚଓ ଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରି  ବେକ ରୁ ସୁନା ଚେନ୍ ଲୁଟ୍‌ ହୋଇଛି। ସୁନା ଚେନ୍ ନେବା ପରେ ଦୁର୍ବୁତ୍ତମାନେ ତୁରନ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି।  ପରେ ସିଏଚଓ  ଜଣକ ଲୁଟ ସମ୍ପର୍କରେ ଠାକୁରମୁଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଠାକୁରମୁଣ୍ଡା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories