www.samajalive.in
Monday, December 8, 2025
20.1 C
Bhubaneswar

ଚୋରି ଉଦ୍ୟମ କରି ଧରାପଡିଲେ ଦୁଇ ଯୁବକ

ବାସୁଦେବପୁର: ଚୋରି ଉଦ୍ୟମ କରି ଧରାପଡିଲେ ଦୁଇ ଯୁବକ। ନୟକାଣିଡିହି ଥାନା ଚାରିବାଟିଆ ବିଦ୍ୟାଳୟରେ ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଙ୍ଗଳବାର ବିଳମ୍ବିତ ରାତିରେ କିଛି ଯୁବକ ବିଦ୍ୟାଳୟରେ ପଶିଥିଲେ। ଗ୍ରାମବାସୀମାନେ ଏ ନେଇ ଖବର ପାଇବା ପରେ ସେମାନଙ୍କୁ ଧରିବାକୁ ଉଦ୍ୟମ କରିଥିଲେ। ଅନେକ ଯୁବକ ଖସି ଯାଇଥିବାବେଳେ ଗ୍ରାମବାସୀମାନେ ଦୁଇ ଜଣ ଯୁବକଙ୍କୁ କାବୁ କରିଥିଲେ। ଏବଂ ପୁଲିସରେ ଜିମା ଦେଇଥିଲେ। ପୁଲିସ୍ ଦୁଇ ଯୁବକଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories