www.samajalive.in
Tuesday, December 9, 2025
17.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ବିଧାନସଭା ପ୍ରେସ୍‌ ଗ୍ୟାଲେରୀକୁ ମୋବାଇଲ ମନା କଟକଣା ପ୍ରତ୍ୟାହୃତ.. ସାମ୍ବାଦିକଙ୍କ ଆନ୍ଦୋଳନ ପରେ ନିଷ୍ପତ୍ତି ବଦଳାଇଲେ ସରକାର, ମାତ୍ର ମିଡିଆ ଗ୍ୟାଲେରୀରେ ଫଟୋଗ୍ରାଫି ଓ ଭିଡିଓ ରେକର୍ଡ଼ିଂ ମନା..

ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଗ୍ରୀଷ୍ମ ପ୍ରବାହ.. ୧୧ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ୩୭ ଡିଗ୍ରୀ ଟପିଲା ତାପମାତ୍ରା..

- Advertisement -

ଆସନ୍ତା ୨୪ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. କଣ୍ଟିଲୋ ନୀଳ ମାଧବ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ କଟକରେ ଏକାଧିକ କାର୍ଯ୍ୟକ୍ରମ ଥିବା ସୂଚନା..

ପୁରୀ ଶ୍ୱେତଗଙ୍ଗାରେ ଅଭିନେତା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କଲେ ପୁଅ ବାବୁସାନ୍..

ଇ-କେୱାଇସି ପରେ ବାଦପଡ଼ିଲେ ୮୪, ୭୫୭ ଅଯୋଗ୍ୟ ହିତାଧିକାରୀ.. ଏ ପର୍ଯ୍ୟନ୍ତ ମୋଟ ୨୨ହଜାର ୨୯୩ ଅଯୋଗ୍ୟ ରାସନ କାର୍ଡ ଚିହ୍ନଟ ହୋଇଛି..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories