www.samajalive.in
Saturday, December 6, 2025
26.1 C
Bhubaneswar

କଟକରୁ ବେଆଇନ୍ ବନ୍ଧୁକ କାରଖାନା ଠାବ : ୩୦ରୁ ଅଧିକ ବନ୍ଧୁକ ଜବତ, ୪ ଗିରଫ

କଟକ: ଏସଟିଏଫ୍ କୁ ବଡ ସଫଳତା। କଟକ ବୟାଳିଶି ମୌଜାରେ ବେଆଇନ୍ ବନ୍ଧୁକ କାରଖାନା ଠାବ ହୋଇଛି। ୩୦ରୁ ଅଧିକ ବନ୍ଧୁକ ସହ ୪ ଜଣଙ୍କୁ ଗିରଫ କରିଛି ଏସଟିଏଫ୍। ଦୀର୍ଘ ଦିନରୁ ଏଠାରେ ବେଆଇନ ଭାବେ ବନ୍ଧୁକ ତିଆରି କରାଯାଉଥିଲା। ଏବଂ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ସପ୍ଲାଏ କରାଯାଉଥିଲା। କୌଣସି ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଆଜି ଏସଟିଏଫ୍ ଟିମ୍ ବନ୍ଧୁକ କାରଖାନା ଉପରେ ଚଢାଉ କରିଥିଲା। ଏବଂ ସେଠାରୁ ୩୦ରୁ ଅଧିକ ବେଆଇନ୍ ବନ୍ଧୁକ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories