ପ୍ରବଳ ହଟ୍ଟଗୋଳ ଯୋଗୁ ଚାଲିପାରୁନି ଗୃହ, ସାଢେ ୧୧ଟା ଯାଏ ମୁଲତବୀ

ଭୁବନେଶ୍ଵର: ବିଧାନସଭାରେ ଗୁରୁବାର ଆରମ୍ଭରୁ ହିଁ ପ୍ରବଳ ହଟ୍ଟଗୋଳ ଦେଖାଦେଇଛି। ପୋଲାଭରମ ପ୍ରସଙ୍ଗରେ ଆଲୋଚନା ଦାବି କରି ବିଜେଡି ପ୍ରବଳ ହୋହାଲ୍ଲା ଓ ନାରାବାଜି କରିଛି। ଫଳରେ ଗୃହକୁ ସାଢେ ୧୧ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ।
Comments are closed.