www.samajalive.in
Monday, December 15, 2025
17.1 C
Bhubaneswar

ଇଡିରେ ହାଜର ହେଲେ କାର୍ତ୍ତି ଚିଦାମ୍ବରମ୍‍

ନୂଆଦିଲ୍ଲୀ : ଆଇଏନ୍‍ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‍ଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‍ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି। କାର୍ତ୍ତିଙ୍କୁ ଇଡି ପକ୍ଷରୁ ସମନ ଜାରି କରାଯାଇଥିଲା।  ଏହା ପୂର୍ବରୁ କାର୍ତ୍ତିଙ୍କୁ ଇଡି ଅନେକ ବାର ଜେରା କରିସାରିଛି। ସିବିଆଇ ଓ ଇଡି ଏହି ମାମଲାର ତଦନ୍ତ କରୁଛନ୍ତି । ଆଇଏନଏକ୍ସ ମିଡ଼ିଆରେ ବିଦେଶୀ ପୁଞ୍ଜି ନିବେଶ ପାଇଁ ବିଦେଶୀ ପୁଞ୍ଜି ନିବେଶ ବିକାଶ ବୋର୍ଡ କିଭଳି ଅନୁମତି ଦେଲା, ତାହାର ତଦନ୍ତ କରାଯାଉଛି। ସେହି ସମୟରେ ପି. ଚିଦାମ୍ବରମ୍‍ ଦେଶର ଅର୍ଥମନ୍ତ୍ରୀ ଥିଲେ। ଗତବର୍ଷ ଫେବୃୟାରୀ ମାସରେ କାର୍ତ୍ତିଙ୍କୁ ସିବିଆଇ ଗିରଫ କରିଥିଲା ଓ ପରେ ତାଙ୍କୁ ଜାମିନ ମିଳିଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories