www.samajalive.in
Sunday, December 7, 2025
18.1 C
Bhubaneswar

ଭୂକମ୍ପ ଝଟକାରେ ଥରିଲା ଗୁଜରାଟ, ତାଇୱାନ୍‌

ଗାନ୍ଧୀନଗର : ଗୁଜରାଟରରେ ଭୂକମ୍ପର ଝଟକା ଗୁରୁବାର ଅନୁଭୂତ ହୋଇଛି । ସକାଳ ସମୟରେ ଭାରତ ଓ ତାଇୱାନ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ଅମରେଲୀରେ ଭୂକମ୍ପ ଅନୁଭବ ହେବା ମାତ୍ରେ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ସେହିପରି ତାଇୱାନରେ ରିକ୍ଟର ସ୍କେଲରେ ୫.୨ ତୀବ୍ରତାର ଭୂକମ୍ପ ଝଟକା ରେକର୍ଡ କରାଯାଇଛି।

ଏଥର ହୋଲିରେ ୨୪ କ୍ୟାରେଟ୍‌ ସୁନାର ଗୂଜିଆ, ଜାଣନ୍ତୁ ଦାମ୍‌ କେତେ?

- Advertisement -

ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଦେଶର ହୁଆଲିଏନ୍ ସହରରୁ ୯୬ କିଲୋମିଟର ଦକ୍ଷିଣରେ ଅବସ୍ଥିତ। ଯଦିଓ ଭୂମିକମ୍ପ ଯୋଗୁଁ କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷତିର ଖବର ନାହିଁ, ତଥାପି ତାଇୱାନର ଲୋକଙ୍କ ମଧ୍ୟରେ ଆତଙ୍କର ବାତାବରଣ ରହିଛି। ଗୁଜରାଟର କଚ୍ଛ ଜିଲ୍ଲାରେ ୨ଥର ଭୂମିକମ୍ପ ଅନୁଭୂତ ହୋଇଥିଲା। ଗତକାଲି, ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଏବଂ ବଙ୍ଗୋପସାଗରରେ ଭୂମିକମ୍ପ ଅନୁଭୂତ ହୋଇଥିଲା।

୧୫ ମାର୍ଚ୍ଚରେ ବୁଦ୍ଧାଦିତ୍ୟ ରାଜଯୋଗ; ଏହି ରାଶି ହେବେ ମାଲାମାଲ୍‌..

 

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories