www.samajalive.in
Monday, December 15, 2025
24.1 C
Bhubaneswar

ବଡ ଖବର ; ଏଣିକି ଯୁକ୍ତ ଦୁଇ ପରେ ପଢି ପାରିବେ ବିଏଡ୍‌

ଭୁବନେଶ୍ୱର : ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍‌ ପାଠ୍ୟକ୍ରମ। ଏନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୮ଟି ବିଏଡ୍‌ କଲେଜ ଅର୍ଥାତ୍‌ ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର (ଏମ୍‌ଓୟୁ) ସାକ୍ଷର ହୋଇଛି । ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ସହ ଏମ୍‌ଓୟୁ ସାକ୍ଷର ହୋଇଛି। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ।

ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ସମନ୍ବିତ ଶିକ୍ଷକ ଶିକ୍ଷା କାର୍ଯ୍ୟକ୍ରମ (ଆଇଟିଇପି) କୋର୍ସ ପଢାଯିବ । ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଉଛି। ଏସବୁ ମଧ୍ୟରେ ଆଇଟିଇପି (The Integrated Teacher Education Programme )ଗୋଟିଏ।

ଦେଖନ୍ତୁ ଭିଡିଓ; ପାର୍କରେ ନିଜ ଛୁଆକୁ ଛାଡି ପଳାଉଥିଲେ ମହିଳା, ଆଉ ତା’ପରେ..

- Advertisement -

୧୫ ମାର୍ଚ୍ଚରେ ବୁଦ୍ଧାଦିତ୍ୟ ରାଜଯୋଗ; ଏହି ରାଶି ହେବେ ମାଲାମାଲ୍‌..

ଏଥର ହୋଲିରେ ୨୪ କ୍ୟାରେଟ୍‌ ସୁନାର ଗୂଜିଆ, ଜାଣନ୍ତୁ ଦାମ୍‌ କେତେ?

Hot this week

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

Related Articles

Popular Categories