www.samajalive.in
Wednesday, December 10, 2025
15.1 C
Bhubaneswar

ଭୁବନେଶ୍ବର ତାପମାତ୍ରା ୩୭ ଡିଗ୍ରୀ ଟପିଲା

ଭୁବନେଶ୍ବର : ଚଳିତ ବର୍ଷ ପ୍ରଥମ ଥର ରାଜଧାନୀ ଭୁବନେଶ୍ବର ତାପମାତ୍ରା ୩୭ ଡିଗ୍ରୀ ପାର୍ କରିଛି । ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୭.୪ ଡିଗ୍ରୀ ରହିଥିଲା । ସେହିଭଳି ଝାରସୁଗୁଡ଼ା ଓ ସମ୍ବଲପୁରରେ ୩୯.୮ ଡିଗ୍ରୀ ସେଲସିୟସ, ରାଉରକେଲା ୩୯ ଡିଗ୍ରୀ, ହୀରାକୁଦ ୩୮.୮, ଚାନ୍ଦବାଲି ୩୭.୪, କେନ୍ଦୁଝର ୩୬.୬ ଡିଗ୍ରୀ ସେଲସିୟସ ତାପମାତ୍ରା ପରିଲକ୍ଷିତ ହୋଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories