www.samajalive.in
Friday, December 5, 2025
20.1 C
Bhubaneswar

୧୭ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଆସନ୍ତା ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories