www.samajalive.in
Saturday, December 6, 2025
19.1 C
Bhubaneswar

ଲଦାଖରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ତୀବ୍ରତା ୫.୨ ରେକର୍ଡ

ନିଆଦିଲ୍ଲୀ: ଲଦାଖରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରେକର୍ଡ କରାଯାଇଛି। ଜମ୍ମୁ କାଶ୍ମୀର ରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ ଭୂକମ୍ପଟି ବିଳମ୍ବିତ ରାତି ପ୍ରାୟ ୨ଟା ୫୦ରେ ହୋଇଥିଲା। ଭୂକମ୍ପ ହେବା ମାତ୍ରେ ଭୟଭୀତ ହୋଇ ଲୋକେ ଘରୁ ବାହାରକୁ ପଳାଇଆସିଥିଲେ। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ଖବର ଆସିନି। ଗତକାଲି ଗୁଜୁରାଟର ସୌରାଷ୍ଟ୍ର ଜିଲ୍ଲାର ଆମରେଲି ସହରରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories