www.samajalive.in
Sunday, December 14, 2025
23.1 C
Bhubaneswar

ଗଳା କାଟି ବ୍ୟବସାୟୀଙ୍କୁ ହତ୍ୟା! କାରଣ ଖୋଜୁଛି ପୁଲିସ୍‌

ବାରିପଦା: ଗଳା କାଟି ବ୍ୟବସାୟୀଙ୍କୁ ହତ୍ୟା। ବାରିପଦା ଭଞ୍ଜପୁର ଥାନା ଫରେଷ୍ଟ କଲୋନୀରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ଘରେ ପଶି ଜଣେ ବ୍ୟବସାୟୀଙ୍କୁ ଗଳା କାଟି ଅତି ନିର୍ମମ ଭାବରେ ହତ୍ୟା କରିଛନ୍ତି। ଗୁରୁତର ଅବସ୍ଥାରେ ତୁରନ୍ତ ଉଦ୍ଧାର କରାଯାଇ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ହତ୍ୟା କରିବା ପାର ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି। ତେବେ କାହିଁକି ବ୍ୟବସାୟୀ ଜଣଙ୍କୁ ହତ୍ୟା କରାଯାଇଛି, ସେ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories