www.samajalive.in
Saturday, December 13, 2025
26.1 C
Bhubaneswar

କୋର୍ଟରେ ହାଜର ହେବେ ରାଜା ଚକ୍ର

ଭୁବନେଶ୍ଵର: ଆଜି କୋର୍ଟରେ ହାଜର ହେବେ ବିଜେଡି ନେତା ରାଜା ଚକ୍ର। ଇଓଡବ୍ଲୁ ବାଲେଶ୍ଵର କୋର୍ଟରେ ଆଜି ରାଜାଙ୍କୁ ହାଜର କରିବ। ହାଜର କରିବା ପରେ ଇଓଡବ୍ଲୁ ରିମାଣ୍ଡ ପାଇଁ ଆବେଦନ କରିବ। ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲା ରେ ଗୁରୁବାର ରାଜା ଚକ୍ର ଙ୍କୁ ଇଓଡବ୍ଲୁ ଗିରଫ କରିଛି।
ତେବେ ଏହି ବେଆଇନ କାର୍ଯ୍ୟରେ ଆଉ କେଉଁମାନଙ୍କ ସମ୍ପୃକ୍ତ ରହିଛି, ସେନେଇ ଇଓଡବ୍ଲ୍ୟୁ ତଦନ୍ତକୁ ଜୋରଦାର୍‌ କରିଛି। ତେବେ ମାମଲାରେ ଆଗକୁ ଗିରଫ ସଂଖ୍ୟା ବୃଦ୍ଧି ପାଇବ ବୋଲି ଜଣେ ଅଧିକାରୀ କହିଛନ୍ତି। ପୂର୍ବରୁ ଏହି ମାମଲାରେ ଇଓଡବ୍ଲ୍ୟୁ ସମିତିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାସଙ୍କୁ ଗିରଫ କରିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories