www.samajalive.in
Sunday, December 14, 2025
23.1 C
Bhubaneswar

ଭିଜିଲାନ୍ସ ଜାଲରେ କିରାଣୀ: କାର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଭଞ୍ଜନଗର: ଭିଜିଲାନ୍ସ ଜାଲରେ କିରାଣୀ। କାରରେ ଟଙ୍କା ନେଇ ଆସୁଥିବାବେଳେ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ସବ୍ ରେଜିଷ୍ଟ୍ରାର ଅଫିସର କିରାଣୀ ଶ୍ରୀକାନ୍ତ ଡାକୁଆ ଙ୍କୁ ମାଡି ବସିଲା ଭିଜିଲାନ୍ସ। ସୂଚନାଯୋଗ୍ୟ ଶ୍ରୀକାନ୍ତ ବୁଗୁଡା ସବ୍ ରେଜିଷ୍ଟ୍ରାର୍ ଅଫିସରେ କିରାଣୀ ଭାବେ କାମ କରୁଥିଲେ। ସେଠି ତାଙ୍କ ନାଁରେ ଅନେକ ସମୟରେ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ଟିମ୍ ତାଙ୍କ ଉପରେ ନଜର ରଖିଥିଲା। ଗୁରୁବାର ଶ୍ରୀକାନ୍ତ ଅଫିସରୁ କାମ ସାରି ବୁଗୁଡାରେ ଥିବା ତାଙ୍କର ସରକାରୀ କ୍ଵାଟର୍ସକୁ ଯାଉଥିବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା। ଏବଂ ତାଙ୍କ କାର୍‌ରୁ ୧ ଲକ୍ଷ ୮୬ ହଜାର ଟଙ୍କା ଜବତ କରିଥିଲା। ଶ୍ରୀକାନ୍ତଙ୍କ ସରକାରୀ କ୍ଵାଟର୍ସ ଏବଂ କାର୍ଯ୍ୟାଳୟରେ ମଧ୍ୟ ଚଢାଉ କରାଯାଇଥିବା ସୂଚନା ମିଳିଛି।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories