ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ବୃଦ୍ଧି ପାଇଛି। ତେବେ ରାତିରେ ସାମାନ୍ୟ ଶୀତର ପ୍ରକୋପ ଅନୁଭୂତ ହେଉଛି। ଅନ୍ୟପକ୍ଷରେ ଆସନ୍ତା ୨୪ଘଣ୍ଟା ପାଇଁ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ବିଶେଷ କରି ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ଯାଜପୁରରେ ଘନ କୁହୁଡ଼ିର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



