www.samajalive.in
Sunday, December 7, 2025
15.1 C
Bhubaneswar

ଆତଙ୍କୀ ଅବୁ କତାଲକୁ ହତ୍ୟା: ରଜୌରୀ ଆକ୍ରମଣର ଥିଲା ମାଷ୍ଟର ମାଇଣ୍ଡ

ନୂଆଦିଲ୍ଲୀ : ଆତଙ୍କୀ ଅବୁ କତାଲକୁ ହତ୍ୟା। ଲସ୍କର ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କୀ ଅବୁ କତାଲକୁ ହତ୍ୟା କରାଯାଇଛି। ଶନିବାର ରାତି ପ୍ରାୟ ୮ଟା ସମୟରେ ପାକିସ୍ତାରେ ତାକୁ ହତ୍ୟା କରାଯାଇଛି। କାଶ୍ମୀରରେ ସେ ଅନେକ ଆକ୍ରମଣରେ ଜଡିତ ଥିଲା। ଏନଆଇଏର ଓ୍ବାଣ୍ଟେଡ୍ ତାଲିକାରେ ଥିବାବେଳେ ରଜୌରୀ ଆକ୍ରମଣର ମାଷ୍ଟର ମାଇଣ୍ଡ ଥିଲା ଆତଙ୍କୀ ଅବୁ କତାଲ। ସେ ହାଫିଜ ମହମ୍ମଦ ସିଦର ଘନିଷ୍ଠ ସହଯୋଗୀ ମଧ୍ୟ ଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories