www.samajalive.in
Saturday, December 6, 2025
26.1 C
Bhubaneswar

ଓଏସ୍‌ଆର୍‌ଟିସି ବସ୍‌ ଧକ୍କାରେ ଚାଲିଗଲା ସ୍କୁଟି ଆରୋହୀଙ୍କ ଜୀବନ

ଗଞ୍ଜାମ: ପୁଣି ଓଏସଆରଟିସି ବସ୍ ଧକ୍କାରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ଥାନା ପଞ୍ଚଭୂତ ନିକଟରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଯାତ୍ରୀବାହୀ ଓଏସଆରଟିସି ବସ୍ ସାମ୍ନା ପଟୁ ଆସୁଥିବା ଏକ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories