www.samajalive.in
Sunday, December 14, 2025
26.1 C
Bhubaneswar

କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ମଞ୍ଜୁରୀ, ଭୁବନେଶ୍ୱରରେ ଖୋଲିବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ଶାଖା

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ଖୋଲିବ।  ଏନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ମଞ୍ଜୁରୀ ଏବଂ ଖୁବ ଶୀଘ୍ର ଏହାର ନିର୍ମାଣ କାମ ଆରମ୍ଭ ହେବ ବୋଲି ସୂଚନା ମିଳିଛି।

ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ କରାଯିବ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ)ର ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ପାଇଁ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଖୁବ ଶୀଘ୍ର ଭୁବନେଶ୍ୱରରେ ଏହି ଶାଖା ନିର୍ମାଣ କାମ ଆରମ୍ଭ ହେବ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି। ଗତବର୍ଷ ସେପ୍ଟେମ୍ବରରେ ମୁଖ୍ୟମନ୍ତ୍ରୀ ମଧ୍ୟ ଏ ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories