www.samajalive.in
Sunday, December 14, 2025
26.1 C
Bhubaneswar

ପାବୁରିଆ କୁଟିଗୁଡାରେ ସଡ଼କ ଦୁର୍ଘଟଣା, ଯୁବକ ମୃତ 

ଟିକାବାଲି /ଫୁଲବାଣୀ: କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ-ଜି.ଉଦୟଗିରି  ରାସ୍ତାର କୁଟିଗୁଡା ଠାରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଜଣେ ଯୁବକ ଘଟଣା ସ୍ଥଳରେ ପ୍ରାଣ ହରାଇଛନ୍ତି। ମୃତକ ଜଣକ ରାଇକିଆ ଥାନା ଅନ୍ତର୍ଗତ କରଡା ପଞ୍ଚାୟତ ପଡାମାରି ଗ୍ରାମର ଅନାଦି ପରିଛାଙ୍କ ପୁପୁନ ପରିଚ୍ଛା(୩୨) ବୋଲି ଜଣାପଡିଛି।
ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ, ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ସକାଳେ ଘଟଣା ସ୍ଥଳରେ ଏକ ନମ୍ବର ବିହୀନ ନୂଆ ଗାଡି ପଡିଥିବା ଏବଂ ଚାଳକଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ପାଇ ଲୋକେ ସାରଙ୍ଗଡ଼ ଥାନାରେ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ବାଲିଗୁଡା ଜିଲା ଉପମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା।

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories