www.samajalive.in
Saturday, December 6, 2025
26.1 C
Bhubaneswar

ଖୁବ୍‌ଶୀଘ୍ର ସକାଳୁଆ ସ୍କୁଲ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ ରହିଛି ପାରଦ । ଦିନକୁ ଦିନ ତାତି ବଢିବାରେ ଲାଗିଛି।  ଏହାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ପାଇଁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ଖୁବ୍‌ଶୀଘ୍ର ଏନେଇ ନିଷ୍ପତ୍ତି ନିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। କେବେଠୁ ସକାଳୁଆ ସ୍କୁଲ ହେବ ସେନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ଆଲୋଚନା ହେବ। ଆଲୋଚନା ପରେ ସ୍ଥିତିକୁ ଦେଖି ଏ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories