www.samajalive.in
Sunday, December 14, 2025
19.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଭାରତରେ ଆମେରିକା ଗୁଇନ୍ଦା ମୁଖ୍ୟ ତୁଳସୀ ଗବ୍ବାର୍ଡ.. ଆମେରିକା ମାଟିରେ ଭାରତ ସ୍ବାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ଖଲିସ୍ତାନୀଙ୍କୁ ଦମନ କରିବାକୁ ଦାବି କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ..

ଭିଜିଲାନ୍ସ ପଞ୍ଝାରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ.. କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ମହମ୍ମଦ ଫିରୋଜ ଖାନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି.. ସ୍କୁଲ ୟୁନିଫର୍ମ ପାଇଁ ସ୍ଵୟଂ ସହାୟକ ଗୋଷ୍ଠୀଠାରୁ ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ଭିଜିଲାନ୍ସ..

- Advertisement -

ସିଝୁଛି ପଶ୍ଚିମ ଓଡ଼ିଶା.. ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁର ୩୯.୪ ଡିଗ୍ରୀ..

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ.. ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ଵ.. ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ହେବ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ..

ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ କବି ରମାକାନ୍ତ ରଥ.. ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ.. ରବିବାର ପ୍ରଖ୍ୟାତ କବି, ଅବସରପ୍ରାପ୍ତ ପ୍ରଶାସକ ପଦ୍ମଭୂଷଣ ରମାକାନ୍ତ ରଥଙ୍କର ସ୍ଥାନୀୟ ଖାରବେଳନଗରସ୍ଥିତ ବାସଭବନରେ ପରଲୋକ ଘଟିଥିଲା..

 

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories