www.samajalive.in
Sunday, December 14, 2025
15.1 C
Bhubaneswar

୭ ଜଣ ବାଂଲାଦେଶୀ ନାଗରିକଙ୍କୁ ଗିରଫ କଲା ଦିଲ୍ଲୀ ପୁଲିସ

ଡେସ୍କ: ଦିଲ୍ଲୀ ପୁଲିସ ଏକ ସ୍ୱତନ୍ତ୍ର ଅଭିଯାନରେ ୭ ଜଣ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିଛି। ପୂର୍ବ ଜିଲ୍ଲାର ଜିଲ୍ଲା ପୁଲିସ କମିଶନର ଅଭିଷେକ ଧନିଆ କହିଛନ୍ତି ଯେ ଗିରଫ ହୋଇଥିବା ସମସ୍ତ ବାଂଲାଦେଶୀ ନାଗରିକ ଭାରତ-ବାଂଲାଦେଶ ସୀମା ନିକଟରେ ନଦୀ ମାର୍ଗ ଦେଇ ଭାରତ ଆସିଥିଲେ ଏବଂ ସେମାନେ ଦିଲ୍ଲୀ-ଏନସିଆରର ବିଭିନ୍ନ ସ୍ଥାନରେ ରହୁଥିଲେ। ବିଦେଶୀ ଆଞ୍ଚଳିକ ପଞ୍ଜୀକରଣ କାର୍ଯ୍ୟାଳୟ ସହାୟତାରେ ସେମାନଙ୍କୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ କରାଯାଇଛି ବୋଲି ଶ୍ରୀ ଧନିଆ କହିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories